Napačna izbira? Nič za to! Ponujamo možnost vračila v 30 dneh
Z darilnim bonom ne morete zgrešiti. Obdarovanec lahko v zameno za darilni bon izbere karkoli iz naše ponudbe.
30 dni za vračilo blaga
ଏଇ ଗଳ୍ପ ସଂକଳନରେ ସେ ଏକ ଭିନ୍ନ ଦୃଷ୍ଟିଭଙ୍ଗୀର ଅବତାରଣା କରିଛନ୍ତି । ସବୁ ଗଳ୍ପ ସାମାଜିକ କଥାବସ୍ତୁ ଉପରେ ଆଧାରିତ । ଅଧିକାଂଶ ଚରିତ୍ର ସାମାଜିକ ପୃଷ୍ଠଭୂମିରୁ ଆନୀତ । ଏକ ସାଧାରଣ/ସ୍ୱାଭାବିକ/ଚିରାଚରିତ ଜୀବନଶୈଳୀ ଭିତରେ ସେମାନଙ୍କ ଅସାଧାରଣ ବ୍ୟକ୍ତିଚରିତ୍ର ହିଁ ତାଙ୍କ ଗଳ୍ପର ଅନ୍ୟତମ ଦିଗ । ବିଭିନ୍ନ ସଂଘର୍ଷମୟ ପରିସ୍ଥିତିରେ ଥିବା ଏଇ ଚରିତ୍ରମାନଙ୍କ ଭିତରେ ପ୍ରତିଫଳିତ ଏକ ଗଭୀର ମାନବିକ ଆବେଦନ ହିଁ ତାଙ୍କ ରଚନାର ସ୍ୱାତନ୍ତ୍ର୍ୟ ।